ଦୂଷିତ ପାଣି ପିଇ ୧୯ ଛାତ୍ରଛାତ୍ରୀ ଅସୁସ୍ଥ

0

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ଥୁଆମୂଲରାମପୁର ବ୍ଲକର କାଟଘରା ଆଶ୍ରମ ସ୍କୁଲର ଛାତ୍ରଛାତ୍ରୀ ମାନେ ଦୂଷିତ ପାଣି ପିଇ ଅସୁସ୍ଥ ହୋଇ ପଡିଛନ୍ତି । ୧୯ଜଣ ଛାତ୍ରଛାତ୍ରୀ ଝାଡାବାନ୍ତି ରୋଗରେ ଆକ୍ରାନ୍ତ ହୋଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ କାଟଘରା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।

Leave A Reply