ବନ୍ଧୁକ ମୁନରେ ୧୯ ଲକ୍ଷ ଲୁଟ୍ ଅଭିଯୋଗ

0

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ବଡ଼ବନ୍ଧ ଆନ୍ଧ୍ର ବ୍ୟାଙ୍କ ଶାଖା ଜଣେ କର୍ମଚାରୀଙ୍କ ଠାରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଦେଓଗାଁ ନିକଟସ୍ଥ ବଙ୍ଗଳା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଦୁର୍ବୃତ୍ତମାନେ ଗୁଳି ଫୁଟାଇ ୧୯ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ଏନେଇ ଥାନରେ ଅଭିଯୋଗ ହେବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply