ସଡ଼କ ଦୁର୍ଘଟଣାରେ ୨ମୃତ

0

ରାଉରକେଲା : ରାଉରକେଲା ସ୍ଥିତ ବେଦବ୍ୟାସ ନିକଟରେ ଏ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ୨ଜଣ କେ. ବୋଲାଙ୍ଗ ଥାନା ଅନ୍ତର୍ଗତ ସାନବାଲିଯୋଡ଼ି ଗ୍ରାମର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଦୁହେଁ ଏକ ବାଇକରେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ବ୍ରାହ୍ମଣୀତରଙ୍ଗ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply