ଶୁକ୍ରବାର ପ୍ରକାଶ ପାଇବ +୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର : ଜୁନ୍ ୨୧ରେ +୨କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ଅପରାହ୍ନ ସାଢେ ୩ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଏହା ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Comments are closed.