ରାଉରକେଲା ସରକାରୀ ଡାକ୍ତରଖାନା ପରିଦର୍ଶନ କଲେ ୫-ଟି ସଚିବ

ରାଉରକେଲା: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର ରାଉରକେଲା ସରକାରୀ ଡାକ୍ତରଖାନା ପରିଦର୍ଶନ କରିବା ସହିତ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ୱାର୍ଡ ବୁଲିବା ସହିତ ରୋଗୀଙ୍କୁ କିପରି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ କରିଥିଲେ। ସିଧାସଳଖ ରୋଗୀମାନଙ୍କ ସହିତ କଥା ହୋଇ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ପାଣ୍ଡିଆନଙ୍କ ସହିତ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦେଶିକା ଶାଳିନୀ ପଣ୍ଡିତଙ୍କ ସହିତ ଉନ୍ନୟନ କମିଶନର ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.