ଗଛରେ ପିଟି ହେଲା ବୋଲେରୋ, ଜଣେ କାଉଡ଼ିଆ ମୃତ

0

ବୌଦ୍ଧ: ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି । ଫଳରେ ବୋଲରରେ ଥିବା ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ଜଣ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କାଉଡ଼ିଆମାନେ ନୟାଗଡ଼ ଗଣିଆରୁ ହରିଶଙ୍କର ଯାଉଥିଲେ।

Leave A Reply