ବସ୍ ଧକ୍କାରେ ୨ ଛାତ୍ରଙ୍କ ସମେତ ଅଭିଭାବକ ଗୁରୁତର

0

ରାଉରକେଲା: ସୁନ୍ଦରଗଡ ଜିଲା ବନ୍ଧମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି । ବସ୍‍ ଧକ୍କା ସ୍କୁଲ ପିଲାଙ୍କ ସମେତ ଜଣେ ଅଭିଭାବକ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ଜଣେ ୫ ବର୍ଷ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଏହି ଘଟଣାକୁ ନେଇ ଦୁର୍ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତଲୋକେ ବସକୁ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି ।

Leave A Reply