ଗ୍ୟାସ୍‍ ସିଲିଣ୍ଡର ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

0

ବୌଦ୍ଧ : ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ମାଧପୁର ଛକ ନିକଟସ୍ଥ ଯୋଗୀ ପଥର ଠାରେ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ଖସିପଡ଼ିଛି। ବୌଦ୍ଧ ଜିଲା ପୁରୁଣା କଟକ ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକଟି ୪୦ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ଡ଼୍ରାଇଭର, ହେଲ୍‍ପର୍‍ ସମେତ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Leave A Reply