ସଡ଼କ ଦୁର୍ଘଟଣାରେ ଜଣେ ମୃତ

0

ହରଭଙ୍ଗା : ବୌଦ୍ଧ ଜିଲାର ହରଭଙ୍ଗା ବ୍ଲକ ଅନ୍ତର୍ଗତ ପୁରୁଣାକଟକ  ପୁରୁଣାଗଡ଼ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଛ ବୋଝେଇ ପିକଅପ ଭ୍ୟାନ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ଗଣେଶ ନାଏକ (୨୦)। ଦୁର୍ଘଟଣା ପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି।

Leave A Reply