ସଡ଼କ ଦୁର୍ଘଟଣାରେ ଜଣେ ମୃତ

0

ଅନୁଗୁଳ : ଅନୁଗୁଳ ପାଲଲହଡ଼ା ବ୍ଲକ ୧୪୯ ନମ୍ବର ଜାତୀୟ ରାଜପଥ ଖମାର ଥାନା ଅନ୍ତର୍ଗତ ନିମିରିବେଡ଼ା ପେଟ୍ରୋଲ ପମ୍ପ ନିକଟରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ କଣିହାଁ ବ୍ଲକ ଅନ୍ତର୍ଗତ ରେଙ୍ଗାଳି ଅଞ୍ଚଳର ବୋଲି ସୂଚନା ମିଳିଛି।

Leave A Reply