ଟ୍ରକ ଧକ୍କାରେ ଜଣେ ମୃତ

0

ଦେବଗଡ: ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଅଜଣା ଟ୍ରକ ଧକ୍କା​‌ରେ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୨ଟି ବଳଦ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ମୃତ ବ୍ୟକ୍ତି ଜଣକ ଶଗଡିଆ ବୋଲି କୁହାଯାଉଛି। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଗ୍ରାମବାସୀମାନେ ରାସ୍ତାରୋକ କରିଛନ୍ତି।

Leave A Reply