ଆମ୍ବୁଲାନ୍ସକୁ ଧକ୍କା ଦେଲା ଟ୍ରକ ; ଜଣେ ମୃତ, ୨ଗୁରୁତର

ଦେବଗଡ : ଦେବଗଡର ପ୍ରଭାଶୁଣୀ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଟ୍ରକ ଧକ୍କା ଦେଇଛି। ଏହା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆମ୍ବୁଲାନ୍ସ କର୍ମଚାରୀମାନେ ବୁର୍ଲାରୁ ରୋଗୀଙ୍କୁ ଛାଡି ଫେରୁଥିବା ବେଳେ ଏହି ଦୁର୍ଘଟଣା ହୋଇଛି।

Comments are closed.