ସଡ଼କ ଦୁର୍ଘଟଣାରେ ଶିଶୁ ମୃତ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ କାଶିଆବେଡ଼ା ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଏକ ଭ୍ୟାନଟି ଗଛରେ ପିଟି ହେବା ଫଳରେ ତିନିବର୍ଷ ଶିଶୁର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଶିଶୁ ଗୁରୁତର ହୋଇଛନ୍ତି। ଗୁରୁତର ଶିଶୁଙ୍କୁ ରାଇରଙ୍ଗପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Comments are closed.