ବସ ଧକ୍କାରେ ଜଣେ ମୃତ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲାର ବାରିପଦାର ବେତନଟୀ ଥାନା ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ବସ୍‍ ଧକ୍କାରେ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି। ଫଳରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ୧୮ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଦୁର୍ଘଟଣା ଘଟାଇଥିବା ବସଟି ଭୁବନେଶ୍ୱରୁ ବାରିପଦା ଅଭିମୁଖେ ଯାଉଥିଲା ବୋଲି ସୂଚନା ମିଳିଛି।

Comments are closed.