ପିକ୍ଅପ୍ ଭ୍ୟାନ ଓଲଟି ୧୪ ଆହତ

ନାରୟଣପାଟଣା:  କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ ଚମ୍ପି ନିକଟରେ ସୋମବାର ଏକ ପିକ୍ଅପ୍ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଏଥିରେ ୧୪ ଜଣ  ଆହତ ହୋଇଥିବାବେଳେ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ,  କାକରିଗୁମ୍ମାରୁ ହାଟ ସାରି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

Comments are closed.