ସଡକ ଦୁର୍ଘଟଣାରେ ମହିଳା ସରପଞ୍ଚଙ୍କ ମୃତ୍ୟୁ

0

ରାଉରକେଲା: ରଙ୍ଗିଲା ଛକ ନିକଟରେ ସଡକ ଦୁର୍ଘଟଣାରେ ଜଣେ ମହିଳା ସରପଞ୍ଚଙ୍କ ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ନାମ ହେଉଛି ମିତାଞ୍ଜଳି ସ୍ବାଇଁ ଓ ତାଙ୍କ ଘର ଢେଙ୍କାନାଳ ଜିଲାରେ ବୋଲି ଜଣାପଡିଛି । ତାଙ୍କ ବାପା ଘରକୁ ଅଟୋରେ ଯାଉଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେଇଥିଲା। ଦୁର୍ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

 

Leave A Reply