ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଚାଳକ

0

ବାଲେଶ୍ବର: ୧୬ ନମ୍ବର ଜାତୀୟ ରାଜପଥ କଣ୍ଟାପଡା ଥାନା ପୁଷ୍ପଲତା ହୋଟେଲ ନିକଟରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କେହି ଆହତ ହୋଇନଥିବା ଜଣାପଡିଛି। ଟ୍ରକ ଚାଳକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି।

Leave A Reply