ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ

0

ସୁନ୍ଦରଗଡ଼: ଭସ୍ମକ୍ଷ ଥାନା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ସ୍ଥାନୀୟ ଖଡ଼ିଆ ପଡାର ରଙ୍ଗ ଖଡ଼ିଆ ବୋଲି ପୁଲିସ ସୂଚନା ଦେଇଛି। ପୁଲିସ ଶବ ବ୍ୟବଚ୍ଛେଦ କରି ପରିବାର ବର୍ଗକୁ ହସ୍ତାନ୍ତର କରିବା ସହିତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Leave A Reply