ବିଜୟ ସାହୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟ ସରକାର ଶୁକ୍ରବାର ବିଶିଷ୍ଟ ଶିକ୍ଷାବିତ ବିଜୟ ସାହୁଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ସାହୁଙ୍କୁ ରାଷ୍ଟ୍ରପାହ୍ୟା ମନ୍ତ୍ରୀଙ୍କ ସୁବିଧା ସୁଯୋଗ ମିଳିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

Comments are closed.