ପୂର୍ବ ଶତ୍ରୁତାକୁ ନେଇ ବୃଦ୍ଧଙ୍କୁ ଆକ୍ରମଣ, ବନ୍ଧାହେଲେ ମଦ୍ୟପ ଯୁବକ

ଅନୁଗୁଳ : ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଟାଙ୍ଗିର ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଜଣେ ମଦ୍ୟପ ଯୁବକ ବୃଦ୍ଧଙ୍କୁ ଆକ୍ରମଣ କରିଥିଲେ। ଏନେଇ ଗ୍ରାମବାସୀ ମାନେ ଜାଣିବାପରେ ଯୁବକଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିବା ଜଣାପଡିଛି ।

Comments are closed.