ସ୍ତ୍ରୀ ହତ୍ୟାକାରୀ ସ୍ବାମୀ ଗିରଫ

0

ସୁନ୍ଦରଗଡ : ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ ସ୍ବାମୀ ଗିରଫ ହୋଇଛି । ଏହି ଅଭାବନୀୟ ଘଟଣା ସୁନ୍ଦରଗଡ ଟାଉନ ଥାନା ଭବାନୀପୁର ଟେଲାକୋଛାପଲ ଗାଁରେ ଘଟିଛି । ଗୁରୁବାର ରାତିରେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡା ହୋଇଥିଲା । ଏଥିରେ ସ୍ୱାମୀ ଉତକ୍ଷିପ୍ତ ହୋଇ ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିଲା । ଏହି ଘଟଣାରେ ପୁଲିସ ହତ୍ୟାକାରୀ ସ୍ୱାମୀଙ୍କୁ ଗିରଫ କରିଛି ।

Leave A Reply