ସାନ ଭାଇର କଟୁରୀ ଚୋଟରେ ବଡ଼ ଭାଇ ଗୁରୁତର

0

ସୋର : ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ରଟିଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସାନ ଭାଇର କଟୁରୀରେ ବଡ଼ ଭାଇ ଗୁରୁତର ଆହତ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗୁରୁତର ଆହତ ଥିବା ବଡ଼ ଭାଇଙ୍କୁ ଖଇରା ଡ଼ାକ୍ତର ଖାନାରେ ଭର୍ତ୍ତି କରାଯାଇ ଚିକତ୍ସା କରାଯାଉଛି। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି।

Leave A Reply