ଦୁଇ ଗୋଷ୍ଠୀ ମୁହାଁମୁହିଁ, ଜଣେ ଗୁରୁତର

ବାଲେଶ୍ବର : ରୁପସାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ତେବେ ମଦ ବ୍ୟବସାୟକୁ କେନ୍ଦ୍ର କରି ଏଭଳି କାଣ୍ଡ ହୋଇଛି। ଯୁବକ ଜଣଙ୍କୁ ଭୁଜାଲିରେ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଲେଶ୍ବର ମେଡିକାଲ​‌ରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.