ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ରାଇରଙ୍ଗପୁର : ରାଇରଙ୍ଗପୁରର ଝରାଡିହି ଫାଣ୍ଡି ଡେଓରାଡିହି ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଯୁବକଙ୍କୁ ୩ରୁ ୪ ଜଣ ଦୁର୍ବୃତ୍ତ କଟୁରୀରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଯୁବକ ଜଣକ ଘରକୁ ଫେରୁଥିବା ବେଳେ ଏହି ଆକ୍ରମଣ ହୋଇଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

Comments are closed.