ଡାହାଣୀ ସନ୍ଦେହରେ ମହିଳାଙ୍କୁ ଆକ୍ରମଣ ଅଭିଯୋଗ

0

ସୁନ୍ଦରଗଡ: ଡାହାଣୀ ସନ୍ଦେହରେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ସୁନ୍ଦରଗଡ ଜିଲା ବଡଗାଁ ଥାନା ପାମରା ଗ୍ରାମରେ ଏପରି ଘଟଣା ଦେଖିବାକୁ ମିଳିଛି। ମହିଳାଙ୍କୁ ଡାହାଣୀ ସନ୍ଦେହରେ ପଡୋଶୀମାନେ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ପୁଲିସ ୪ଜଣଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।

Leave A Reply