ତଣ୍ଟି କାଟି ବୃଦ୍ଧଙ୍କୁ ହତ୍ୟା ଉଦ୍ୟମ

0

ବିନିକା : ତଣ୍ଟି କାଟି ଜଣେ ବୃଦ୍ଧଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ବୃଦ୍ଧଙ୍କୁ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାରୁ ବୃଦ୍ଧଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ବିନିକା ପାଲିପଡା ଠାରେ ବୃଦ୍ଧ ଓ ତାଙ୍କ ଝିଅ ଯାଉଥିବା ବେଳେ ଅଭିଯୁକ୍ତ ଆକ୍ରମଣ କରିଥିଲେ। ବୃଦ୍ଧଙ୍କ ଝିଅ ସାମାନ୍ୟ ଆହତ ହୋଇଛନ୍ତି। ଅଭିଯୋଗ ପରେ ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply