ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ସୋର: ଲେବୁଲ କ୍ରାସିଂ ନିକଟରେ ଏକ ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକଙ୍କ ହେଲେ ପଠାଣମହଲାର ସେକ୍ ଗୁଲାମ ନବି ବୋଲି ଜଣାପଡିଛି। ଆତ୍ମାହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୁଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Comments are closed.