ବାରିପଦାରେ ‘ସମାଜ’ର ୯୯ତମ ସ୍ୱନକ୍ଷତ୍ର ଉତ୍ସବ ଉପଲକ୍ଷେ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତା

0

ବାରିପଦା : ଉତ୍କସର ୯୯ତମ ବର୍ଷ ପୂର୍ତ୍ତି ଅବସରରେ ‘ସମାଜ’ ପକ୍ଷରୁ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତା ବାରିପଦାରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ୪୭୧ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। କନିଷ୍ଠ ଓ ବରିଷ୍ଠ ବର୍ଗରେ ଉଭୟ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତା କରାଯାଇଛି। ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ମୟୁରଭଞ୍ଜ ଜିଲା ଏସ୍‍ପି ଅବନିଶ କୁମାର, ମୁଖ୍ୟ ବକ୍ତା ଭାବରେ ଶିକ୍ଷା ଅଧିକାରୀ ରଞ୍ଜନ କୁମାର ଗିରି ଆଦି ଉପସ୍ଥିତ ଥିଲେ।

Leave A Reply