ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା

0

ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ । କୁମ୍ଭୀର ପ୍ରଜନନ ଋତୁ ପାଇଁ ଏପ୍ରିଲ ପହିଲାରୁ ଜୁଲାଇ ଶେଷ ପର୍ଯ୍ୟନ୍ତ ଏହି ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗଗହଣରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ବୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ।

Leave A Reply