ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେଡି

0

ଭୁବନେଶ୍ୱର : ବିଜେଡ଼ିର ପ୍ରାର୍ଥୀ ତାଲିକା ଆଜି ଘୋଷଣା ହୋଇପାରେ। ଦଳର ବରିଷ୍ଠ ନେତାଙ୍କ ସହ ମାରାଥନ ବୈଠକ ପରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିଥିବା ସୂଚନା ମିଳିଛି। ତେବେ ପ୍ରଥମ ପର୍ଯ୍ୟାୟ ସହ ଦ୍ୱିତୀୟ ପର୍ଯ୍ୟାୟର କିଛି ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ ବୋଲି କୁହାଯାଉଛି। ଏହାସହ ଦିଲୀପ ରାୟ ବିଜେଡ଼ିରେ ମିଶିବା ସମ୍ଭାବନା ମଧ୍ୟ ରହିଛି। ଏନେଇ ଦିଲୀପ କିମ୍ବା ବିଜେଡ଼ି ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ମିଳିନାହିଁ।

Leave A Reply