ବିଜେଡିରୁ ଇସ୍ତଫା ଦେଲେ କୁସୁମ ଟେଟେ

0

ସୁନ୍ଦରଗଡ : ମଙ୍ଗଳବାର ସୁନ୍ଦରଗଡର ବିଜେଡି ନେତ୍ରୀ କୁସୁମ ଟେଟେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ପ୍ରାର୍ଥୀ ଚୟନରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି। ସେ ଗଣମାଧ୍ୟମଙ୍କ ସମ୍ମୁଖ​‌ରେ ବିଜେଡିରୁ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବରୁ କୁସୁମ ଟେଟେ ସୁନ୍ଦରଗଡ ଉନ୍ନୟନ ପରିଷଦରୁ ଇସ୍ତଫା ଦେଇଥିଲେ।

Leave A Reply