ମାର୍ଚ୍ଚ ୧୬ରେ ବିଜେପି ଘୋଷଣା କରିବ ପ୍ରଥମ ପ୍ରାର୍ଥୀ ତାଲିକା

0

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡାନ୍ତ କରିବା ଉଦ୍ଦେଶ୍ୟରେ ଶନିବାର ଦିନ ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିବ। ଏଥିରେ ପ୍ରଥମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ଆସନଗୁଡିକ ପାଇଁ ପ୍ରାର୍ଥୀ ତାଲିକା ଚୂଡାନ୍ତ ହେବ। ଶହ ଶହେରୁ ଅଧିକ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବା ସମ୍ଭାବନା ରହିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅରୁଣ ଜେଟଲୀ, ରାଜନାଥ ସିଂହ, ସୁଷମା ସ୍ୱରାଜ, ଜେ.ପି.ନଡ୍ଡା, ନୀତିନ ଗଡ଼କରୀ ପ୍ରମୁଖ ଉପସ୍ଥିତ ରହିବେ।

Leave A Reply