ବିଜେପିର ନୂଆ କାର୍ଯ୍ୟକ୍ରମ

0

ଭୁବନେଶ୍ୱର : ବିଜେପିର ନୂଆ କାର୍ଯ୍ୟକ୍ରମ ‘ମୋ ଘର ବିଜେପି ପରିବାର’ର ଶୁଭାରମ୍ଭ ହୋଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନରୁ ଏହାର ଶୁଭାରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ଏହି କାର୍ଯ୍ୟକ୍ରମରେ ବିଜେପିର ସବୁ କର୍ମୀ ଓ ନେତାଙ୍କ ଘରେ ବିଜେପି ପତାକା ଲଗାଯିବ।

Leave A Reply