ବିଜେପିର ପ୍ରାର୍ଥୀ ଘୋଷଣା ; ବସ୍ତାରୁ ରଘୁନାଥ ମହାନ୍ତି

ଭୁବନେଶ୍ବର : ଭାରତୀୟ ଜନତା ପାର୍ଟି(ବିଜେପି) ବୁଧବାର ୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘେଷଣା କରିଛି। ବସ୍ତାରୁ ରଘୁନାଥ ମହାନ୍ତିଙ୍କୁ ଦଳ ପ୍ରାର୍ଥୀ କରିଥିଲାବଳେ ଚମ୍ପୁଆ ପାଇଁ ମୁରଲୀ ଶର୍ମା, ଭୋଗରାଇ ପାଇଁ ମାନସ ମହାନ୍ତି ଏବଂ ନିଆଳିରୁ ଛବି ମଲ୍ଲୀକଙ୍କୁ ଦଳ ପ୍ରାର୍ଥୀ କରିଛି।

Comments are closed.