ଅଙ୍ଗନୱାଡି କେନ୍ଦ୍ରରେ ଗରମ ପାଣି ପଡି ଶିଶୁ ଗୁରୁତର

ସୁବର୍ଣ୍ଣପୁର : ଅଙ୍ଗନୱାଡି କେନ୍ଦ୍ରରେ ଗରମ ପାଣି ପଡି ଜଣେ ୩ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛି। ଏପରି ଅଘଟଣ ଜଟିଆପାଲ୍ଲୀ ଅଙ୍ଗନୱାଡି କେନ୍ଦ୍ରରେ ଘଟିଛି। ଶିଶୁକନ୍ୟାକୁ ଗୁରୁତର ଅବସ୍ଥାରେ ସୋନପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଅଙ୍ଗନୱାଡି ହେଲପର ଶିଶୁ ଉପରେ ଗରମ ପାଣି ଢାଳି ଦେଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି।

Comments are closed.