ଥାନା ନିକଟରେ ବୋମା ମାଡ

0

ନୟାଗଡ: ଓଡଗାଁ ଥାନା ନିକଟରେ ବୋମା ମାଡ ହୋଇଥିବା ଅଭିଯୋଗ ହୋଇଛି । କେହି ଦୁର୍ବୃତ୍ତ ବୋମା ମାଡ କରି ଫେରାର ହୋଇଯାଇଛି । ଏଥିରେ ବାପା ଓ ପୁଅ ଦୁଇ ଜଣ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ବାପା ଓ ପୁଅଙ୍କୁ ଗିରଫ କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ ହୋଇଥିବା ସନ୍ଦେହ କରାଯାଉଛି । ଏହି ଘଟଣାର ପୁଲିସ ତଦନ୍ତ ଆରମ୍ଭ କରିଛି ।

Leave A Reply