ଆଜି କ୍ୟାବିନେଟ୍‌

ଭୁବନେଶ୍ୱର : ଶୁକ୍ରବାର କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଧ୍ୟାହ୍ଣ ୧୨ଟା ୧୫ରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ।  କୃଷି, ବିଦ୍ୟାଳୟ ଓ ଗଣଶିକ୍ଷା, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରସ୍ତାବ ସମେତ ପ୍ରାୟ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି।

Comments are closed.