କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସାଇନ-ଏ-ଡାଏ ଘୋଷଣା

0

କୋରାପୁଟ: କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସାଇନ-ଏ-ଡାଏ ଘୋଷଣା କରାଯାଇଛି । ଛାତ୍ର ଅଶାନ୍ତିକୁ ଦୃଷ୍ଟି ରଖି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି ।  କର୍ତ୍ତୃପକ୍ଷ ବାରମ୍ବାର ଆନ୍ଦୋଳନରତ ଛାତ୍ରଙ୍କ ସହ ଆଲୋଚନା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା।  ଆଜି ୧୦ଟା ୩୦ ସୁଦ୍ଧା ଛାତ୍ରଛାତ୍ର ହଷ୍ଟେଲ ଖାଲି କରିଥିବା ଦେଖିବାକୁ ମିଳିଥିଲା । ଏଭଳି ଘଟଣା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରଥମ ବୋଲି ଜଣାପଡିଛି ।

Leave A Reply