ପ୍ରଚାର ପାଇଁ ପାଟକୁରା ଯାଇଛନ୍ତି ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାରରେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।  ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ବାରିମୂଳରେ ପହଞ୍ଚି ସେଠାରେ ହେଉଥିବା କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ପ୍ରଚାର ବସ୍‌ରେ ମାର୍ଶାଘାଇ, ଡେରାବିଶ୍‌ ସହ ବିଭିନ୍ନ ଅଞ୍ଚଳ ଗସ୍ତ କରିବା ସହ ପ୍ରଚାର କରିବେ । ପାଟକୁରାରେ ବିଜେଡି ପକ୍ଷରୁ ସାବିତ୍ରୀ ଅଗ୍ରଓ୍ୱାଲ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରାର୍ଥୀ ରହିଛନ୍ତି । ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଏବେ ସବୁଦଳ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଛନ୍ତି ।

Leave A Reply