www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତାକାଲି କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ଵର : କଂଗ୍ରେସ ପକ୍ଷରୁ ବୁଧବାର ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯିବ । ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଏ ସଂପର୍କରେ ସୂଚନା ଦେଇଛନ୍ତି । ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯ୍ୟାତନା ଓ ନାବାଳିକା ଦୁଷ୍କର୍ମ ପ୍ରସଙ୍ଗରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଆସନ୍ତାକାଲି ସକାଳ ୧୦ଟାରୁ ଦିନ ଗୋଟାଏ ଯାଏ ବିକ୍ଷୋଭ ପ୍ରଦର୍ଶନ କରାଯିବ। ରାଜ୍ୟର ସବୁ ଜିଲ୍ଲା ଓ ସଦର ମହକୁମାରେ ବିକ୍ଷେଭ ପ୍ରଦର୍ଶନ କରାଯିବ।

ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ସମାଲୋଚନା କରିବା ସହ ଶ୍ରୀ ମିଶ୍ର ବିକ୍ଷୋଭ ସଂପର୍କରେ ସୂଚନା ଦେଇଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories