ବିଜେଡିରୁ ଇସ୍ତଫା ଦେଲେ ଦାମ ରାଉତଙ୍କ ଝିଅ ପ୍ରୀତିନନ୍ଦା

0

ଭୁବନେଶ୍ବର : ଦୁଇ ଦିନ ପୂର୍ବେ ବିଜେପିରେ ଯୋଗ ଦେଇଥିବା ବରିଷ୍ଠ ନେତା ଡା. ଦାମୋଦର ରାଉତଙ୍କ ଝିଅ ତଥା ପୂର୍ବତନ କର୍ପୋରେଟର ପ୍ରୀତିନନ୍ଦା ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି । ପ୍ରୀତିନନ୍ଦା ନିଜର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନଙ୍କୁ ପଠାଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ଇସ୍ତଫା ଦେଇଥିବା କହିଛନ୍ତି ।

Leave A Reply