ସଂଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା ଅଭିଯୋଗ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସୁବଳୟା ଥାନା ଲୁତୁରପଙ୍କ ବାବୁପାଲିରେ ରବିବାର ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ଅଧିକ ତଦନ୍ତ କରୁଛି।

Comments are closed.