ନାଳରୁ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

0

ରାଉରକେଲା : ନାଳରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବାର ସନ୍ଦେହ କରାଯାଉଛି। ବ୍ୟାଙ୍କ କର୍ମଚାରୀଙ୍କ ରକ୍ତାକ୍ତ ମୃତଦେହ ଝାଗରପୁର ନିକଟ ନାଳରୁ ଉଦ୍ଧାର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।

Leave A Reply