ଯୁବକଙ୍କ ମୃତଦେହ ଉଦ୍ଧାର

0

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ନୂଆ ବସ ଷ୍ଟାଣ୍ଡ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୋମବାର ସକାଳୁ ଏକ ଚିପସ ଗଦା ଉପରେ ଯୁବକଙ୍କ ମୃତଦେହ ପଡିଥିବାର ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ ତଦନ୍ତ ଜାରି ରଖିଛି।

Leave A Reply