କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

0

ସୁବର୍ଣ୍ଣପୁର : କୂଅରୁ ଜଣେ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ବୀରମହାରାଜପୁର ଥାନା ମହଦା ବ୍ରାହ୍ମଣପାଲୀ ଗ୍ରାମର ବୋଲି ଜଣାପଡିଛି। ସେ ସୋନପୁର ଥାନା ପିପିଲିପାଲୀ ଗ୍ରାମକୁ ଏକ ବାହାଘରରେ ଯୋଗ ଦେବାକୁ ଆସି ନିଖୋଜ ହୋଇଯାଇଥିଲେ। ତେବେ ବୁଧବାର ତାଙ୍କ ମୃତଦେହ କୂଅରେ ଭାସୁଥିବାର ଦେଖିବାକୁ ମିଳିଥିଲା। ମୃତ ଯୁବକଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି।

 

Leave A Reply