ବ୍ରିଜ୍ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ସ୍ଥିତ ସିକରପାଇ ବ୍ରିଜ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ସିକରପାଇ ଗ୍ରାମର କିରଣ ଓଡ଼ାକା(୧୬)। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ପରିବାର ପକ୍ଷରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତଦନ୍ତ ଆରମ୍ଭ କରିଛି।

Comments are closed.