ଥାନା ସାମ୍ନାରୁ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର

ସୋର : ସୋର ଥାନା ସାମ୍ନାରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଗାଡି ଚକା ତଳେ ଚାପି ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ମହିଳାଙ୍କର ପରିଚୟ ଜଣାପଡିିନାହିଁ। ତେବେ ମହିଳାଙ୍କର ମୃତ୍ୟୁ ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.