ଚିକିତ୍ସାଧିନ ଅବସ୍ଥାରେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

0

ବ୍ରହ୍ମପୁର: ଚିକିତ୍ସାଧିନ ଅବସ୍ଥାରେ ଆଉ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି କାଶିନଗର ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମର ଲକ୍ଷ୍ମୀ ଚିନ୍ତଡା। ଲକ୍ଷ୍ମୀ ଏମକେସିଜିରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଛି। ପୂର୍ବରୁ ସେହି ଗ୍ରାମର ତିନି ଜଣଙ୍କର ଡେଙ୍ଗୁ ରୋଗରେ ମୃତ୍ୟୁ ହୋଇଛି।

Leave A Reply