ଡାକ୍ତରାଣୀଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

0

ଭୁବନେଶ୍ବର: ଘର ଭିତରୁ ଜଣେ ଡାକ୍ତରାଣୀଙ୍କ ମୃତଦେହ ଉଦ୍ଧାର ହୋଇଛି। ପଟିଆସ୍ଥିତ ଶ୍ରୀବିହାର ଭଡା ଘରୁ ତାଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ତାଙ୍କ ଘର ପଶ୍ଚିମ ଓଡିଶାରେ ବୋଲି ଜଣା ପଡିଛି। ମୃତ ଡାକ୍ତରାଣୀ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ କାର୍ୟ୍ୟ କରୁଥିଲେ। ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply