କଂଗ୍ରେସ ଛାଡିଲେ ଦୁଷ୍ମନ୍ତ

0

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ  ଆଜି କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି ବୋଲି ଉଲ୍ଲେଖ କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ କଂଗ୍ରେସ ସଭାପତି ଓ ଜିଲ୍ଲା କଂଗ୍ରେସ ସଭାପତିଙ୍କୁ ଲିଖିତ ଭାବରେ ଦେଇଛନ୍ତି ବୋଲି ଜିଲ୍ଲା କଂଗ୍ରେସ ସଭାପତି ଭାରତ ବେମାଲ ପ୍ରକାଶ କରିଛନ୍ତି ।

Leave A Reply